Sunday 27 January 2019

KALIA Scheme 3rd List Beneficiary GramPanchayat PDF Blockwise 2019


ODISHA KALIA YOJANA 2019


Odisha Govt Launched a Scheme for the Farmers. This Scheme Will help Farmers of Odisha. Under this Scheme Odisha Govt Will Provide the Financial Assistant of Rs. 10,000/- per family


Odisha Govt Launched this to Help Farmers under this Scheme All Small Farmers will be Benefited. They will Get financial Assistant. 30 Lakh No Of Farmers in the State will get Rs. 5,000/- each for Rabi and Kharif Session for the Cultivation.

ଚାଷୀ ଭୂମିହୀନ ଚାଷୀଙ୍କ ମୃତ୍ୟୁ ବା ଅକ୍ଷମତା ପରେ ତାଙ୍କର ପରିବାରର ସଦସ୍ୟମାନେ ସମ୍ମୁଖୀନ ହେଉଥିବା ଆର୍ଥିକ ଦୁରାବସ୍ଥା ତଥା ଅନିଶ୍ଚିତତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଜୀବନବୀମା ସହାୟତାର ବ୍ୟବସ୍ଥା କରାଯାଇଛି। ଏହି ବୀମାର ସୁବିଧା ନିମ୍ନ ପ୍ରକାରେ ପ୍ରଦାନ କରାଯିବ। ୧୮ ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ଲକ୍ଷ ଟଙ୍କାର ଜୀବନ ବୀମା ସୁବିଧା କରାଯାଇଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ୧୬୫ ଟଙ୍କା ରାଜ୍ୟ ସରକାର ବହନ କରିବେ। ୧୮ ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ଲକ୍ଷ ଟଙ୍କାର ବ୍ୟକ୍ତିଗତ ଦୁର୍ଘଟଣା ଜନିତ ବୀମାର ବ୍ୟବସ୍ଥା ଅଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ୧୨ ଟଙ୍କା ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ଟଙ୍କା ରାଜ୍ୟ ସରକାର ବହନ କରିବେ। ଉଲ୍ଲେଖ ଯୋଗ୍ୟ ଯେ ୫୧ ରୁ ୭୦ ବର୍ଷ ବୟସ ମଧ୍ୟରେ ଥିବା ସଞ୍ଚୟ ଜମା ଖାତାଧାରୀ ମାନଙ୍କୁ ଉପରସ୍ଥ ପ୍ରଦତ୍ତ ବ୍ୟକ୍ତିଗତ ଦୁର୍ଘଟଣା ବୀମା ସୁବିଧା ନିମନ୍ତେ ସମୁଦାୟ ବାର୍ଷିକ ୧୨ ଟଙ୍କା ପ୍ରିମିୟମ୍ ଦେୟକୁ ରାଜ୍ୟ ସରକାର ବହନ କରିବେ।

ଯେଉଁ କ୍ଷୁଦ୍ର, ନାମମାତ୍ର ତଥା ଭୂମିହୀନ କୃଷି ପରିବାର ଚାଷୀ ବର୍ଦ୍ଧକ୍ଯ, ଅକ୍ଷମତା କିମ୍ବା ରୋଗଦ୍ବାରା ଆକ୍ରାନ୍ତ ହୋଇ କୃଷି କାର୍ଯ୍ୟ ଜୀବିକା ଉପାର୍ଜନ କରିବା ନିମନ୍ତେ ଅସମର୍ଥ, ସେମାନଙ୍କ ପରିବାର ଜୀବିକା ନିର୍ବାହ କରିବା ପାଇଁ ଏକକାଳୀନ ୧୦,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ ପ୍ରତିବର୍ଷ ଲକ୍ଷ ପରିବାର ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବେ




How to Check KALIA Yojana beneficiary/ Second List


First Visit KALIA Offcial Website https://www.kalia.co.in/index.html

Then Click On HITADHIKARI Or Beneficiary List Link.

List Of KALIA Beneficiary List Will be Displayed

Then Choose Your District and Block then Click View List.

Then List Of GRAMPANCHAYAT List Will be Displayed Choose your GRAMPANCHAYAT And Download the PDF. If Your Name is in the PDF Then You are Eligible for KALIA Scheme.
Otherwise you Can Complain through Helpline No.















Help Line No- 1800-572-1122

Whatsapp SMS Helpline- 080-6117-4222 . 



No comments:

Post a Comment

Related Posts Plugin for WordPress, Blogger...